Meena's Grandma
Listen now
Description
ବାହାରକୁ ଶୌଚ ଯିବା ଆଦୌ ଉଚିତ ନୁହେଁ। ବାହାରକୁ ଶୌଚ ଯିବା ଫଳରେ ବାହାରର ରୋଗ ଜୀବାଣୁ ଆମ ଦେହରେ ବିଭିନ୍ନ ଉପାୟରେ ପ୍ରବେଶ କରିଥାନ୍ତି। ଯାହା ଦ୍ୱାରା ଆମେ ଅନେକ ରୋଗରେ ଆକ୍ରାନ୍ତ ହୋଇଥାଉ। ଏହା ସହ ବାହାରକୁ ଶୌଚ ଯିବା ଏକ ସମ୍ମାନଜନକ କଥା ନୁହେଁ। ମୀନା ଅଡିଓ ସିରିଜ 'ମୀନାର ବଡ଼ ଜେଜେମା' ଅଧ୍ୟାୟରେ ପାଇଖାନା ବ୍ୟବହାର କରିବା ଉପରେ ଗୁରୁତ୍ୱ ଦିଆଯାଇଛି।
More Episodes
ସମସ୍ତ ପିଲା ମାନସିକ ଏବଂ ଶାରୀରିକ ଭାବେ ଚାଲାକ ହୋଇନଥାନ୍ତି। ସେମାନଙ୍କ ପାଇଁ ସୁଯୋଗର ଆବଶ୍ୟକତା ରହିଛି। ପିଲାଙ୍କ ଭିତରେ ଲୁଚି ରହିଥିବା ପ୍ରତିଭାକୁ ସାମ୍ନାକୁ ଆଣିବା ପାଇଁ ସୁଯୋଗ ଦେବା ଦରକାର। କୌଣସି ପିଲାକୁ ଆଡ଼ ଆଖିରେ ଦେଖିବା ଉଚିତ ନୁହେଁ। ସେମାନଙ୍କ ମନରେ ସାହସ ଆଣିବା ପାଇଁ ସେମାନଙ୍କୁ ବାରମ୍ବାର ଉତ୍ସାହିତ କରିବା ଉଚିତ। ମୀନା ଅଡିଓ ସିରିଜର...
Published 09/25/20
ଖାଇବା ପୂର୍ବରୁ ହାତ ଧୋଇ ଖାଇବା ଉଚିତ। ଏପରି କଲେ ରୋଗ ଜୀବାଣୁ ଆମ ଶରୀର ଭିତରକୁ ପ୍ରବେଶ କରିପାରନ୍ତି ନାହିଁ। ଫଳରେ ଆମେ ସୁସ୍ଥ ଏବଂ ନିରୋଗ ଜୀବନ ବିତାଇଥାଉ। ଆମ ହାତରେ ଥିବା ରୋଗ ଜୀବାଣୁ ଖାଲି ଆଖିକୁ ଦେଖା ଯାଆନ୍ତି ନାହିଁ। ହାତ ସଫା ଥିବା ପରି ଆମକୁ ମନେ ହୋଇଥାଏ। ହେଲେ ଏଡି ଅଦ୍ୟଶ୍ୟ ଜୀବାଣୁ ଆମ ଶରୀରକୁ ଯାଇ ରୋଗ ସୃଷ୍ଟି କରିଥା'ନ୍ତି। ମୀନା ଅଡିଓ...
Published 09/25/20
ବାହାର ଖାଦ୍ୟରେ ବିଭିନ୍ନ ରୋଗ ଜୀବାଣୁ ଥାଆନ୍ତି। ସେ ସବୁ ଖାଦ୍ୟ ଖାଇବା ଫଳରେ ଶରୀରକୁ ରୋଗ ଆକ୍ରାନ୍ତ କରିଥାଏ। ସ୍ୱାଦ କାରଣରୁ ବାହାର ଖାଦ୍ୟ ଖାଇବା ଅନୁଚିତ। ବାହାରର ରୋଗ ଜୀବାଣୁ ଖାଦ୍ୟରେ ବସିଥାଆନ୍ତି। ଯାହା ଆମକୁ ଖାଲି ଆଖିକୁ ଦେଖାଯାଇନଥାଏ। ମୀନା ଅଡିଓ ସିରିଜର ଏହି ଅଧ୍ୟାୟରେ ବାହାର ଖାଦ୍ୟ ନଖାଇବାକୁ ପରାମର୍ଶ କରାଯାଇଛି।
Published 09/25/20